ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି ହୋଇଛି । ସରକାରୀ ସ୍କୁଲ ଓ +୨ରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫% ସ୍ଥାନ ସଂରକ୍ଷଣ କରାଯାଇଛି । ଅସୁବିଧା କାରଣରୁ କୋଚିଂ ପ୍ରତିଷ୍ଠାନରେ ପଢିପାରୁନଥିବା ଲକ୍ଷ ଲକ୍ଷ ମେଧାବୀ ଛାତ୍ରଛାତ୍ରୀ ଏଥିରେ ଲାଭବାନ ହେବେ । ରାଜ୍ୟ ସୂଚନା ଓ ଲୋକ ‌ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.