csstore

ବିପୁଳ ପରିମାଣର ଗଞ୍ଜେଇ ଜବତ

କଟକ : ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଏକ ଦାମି କାର ଯୋଗେ କୋରାପୁଟରୁ ଝାରଖଣ୍ଡକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ କଟକ ‌ସ୍ଥିତ ନିର୍ଗୁଣ୍ଡି ଟୋଲ ଗେଟ ନିକଟରେ କଟକ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ଏକ କୁଇଣ୍ଟାଲ ୧୪ କେଜି ଗଂଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରାଯାଇଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୧୧ଲକ୍ଷରୁ ଅଧିକ ବୋଲି ଜଣାପଡିଛି ।

jayashree
Leave A Reply

Your email address will not be published.