ଭି.କେ. ପାଣ୍ଡିଆନ୍‌ଙ୍କ ଗସ୍ତକୁ ବିରୋଧ କରିଛି ବଲାଙ୍ଗିର ଛାତ୍ର କଂଗ୍ରେସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଗସ୍ତରେ ଫାଇଭ୍‌-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍‌ ଆସୁଥିବା ବେଳେ ଶ୍ରୀ ପାଣ୍ଡିଆନ୍‌ଙ୍କ ଗସ୍ତକୁ ବିରୋଧ କରିଛି ବଲାଙ୍ଗିର ଛାତ୍ର କଂଗ୍ରେସ । କଳା ବେଚ୍‌ ପରିଧାନ ପୂର୍ବକ ଛାତ୍ର କଂଗ୍ରେସ ରାସ୍ତାକୁ ଓହ୍ଲାଇ ବିଭିନ୍ନ ନାରାବାଜି କରୁଥିବା ବେଳେ ଅନ୍ୟାନ୍ୟ ଦାବୀ ସହ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ପୂରଣ ପାଇଁ ସେମାନେ ଦାବୀ କରିଛନ୍ତି ।

Leave A Reply

Your email address will not be published.