ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବିସ୍ଫୋରଣ : ୩ ମୃତ

ନୂଆଦିଲ୍ଳୀ : ଦିଲ୍ଲୀର ଏକ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ବିସ୍ଫୋରଣ ଘଟି ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଥିବା କୁହାଯାଉଛି । ଶନିବାର ସକାଳେ ନରେଲା ଶିଳ୍ପାଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି ।

Leave A Reply

Your email address will not be published.