ଭୁବନେଶ୍ୱର, (କେପିଏନ୍ଏସ୍) : ଆଜି ହେଉଛି ବିଶ୍ୱ ଯକ୍ଷ୍ମା ଦିବସ । ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ ଯକ୍ଷ୍ମାରୋଗୀଙ୍କ ପାଇଁ ପରୀକ୍ଷା ଓ ଚିକିତ୍ସା ସୁବିଧା ମାଗଣାରେ ଉପଲବ୍ଧ । ଅଧିକ ସୂଚନା ପାଇଁ ଯକ୍ଷ୍ମା ବିଶେଷଜ୍ଞଙ୍କ ସହ ପରାମର୍ଶ କରନ୍ତୁ : ୧୮୦୦-୧୧-୬୬୬୬ ନିଃଶୁକ୍ଲ ନମ୍ବରରେ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁଏହି ସୂଚନା ପ୍ରଦାନ କରାଯାଇଛି ।
Prev Post