oom

ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟିର ସମ୍ପାଦିକା ବିଜେଡିରେ ସାମିଲ

jsmm

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବିଧାନସଭାରେ ବି.ଜେ.ଡି ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇବାରେ ଲାଗିଛି । ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ତଥା ଜନହିତକର ଯୋଜନା ଏବଂ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଖୁଟସମଲେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟିର ସମ୍ପାଦିକା ସାବିତ୍ରୀ ନାଗ ବିଜେଡିରେ ସାମିଲ ହୋଇଥିବା ବିଧାୟକ ଶ୍ରୀ ମେହେର ସୂଚନା ଦେଇଛନ୍ତି ।

jittmm
Leave A Reply

Your email address will not be published.