pakka

ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

bbehera

ବଙ୍ଗୋମୁଣ୍ଡା, (ମନୀଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତର ବିଭିନ୍ନ ସ୍ଥାନରେ ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ସଭାପତି ସଞ୍ଜୟ ବେହେରାଙ୍କ ନେତୃତ୍ୱରେ କପିଲାଭଟା ପଂଚାୟତର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣର ଶୁଭାରମ୍ଭ କରିଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ତ୍ରିବିକ୍ରମ ବେହେରା, ଯୋଗିନ୍ଦ୍ର ହଂସ, ମୋହିତ ଭୋଇ, ଧର୍ମେନ୍ଦ୍ର ଦାସ, ରିଙ୍କୁ ସାହୁ, ତେଜରାଜ ବେହେରା, ପ୍ରହଲ୍ଲାଦ ବେହେରା, କିର୍ତ୍ତନ ଜାନୀ, ଡମ୍ବରୁ ଶୁଲିଆ ପ୍ରମୁଖଙ୍କ ସମେତ ବହୁ ବିଜେଡି କର୍ମୀ ମାନେ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

3 + fifteen =

error: Content is protected !!