ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ପାଟଣାଗଡ : ଆଜି ୭୮ତମ ସ୍ୱାଧୀନତା ଦିବସ । ଏହି ଅବସରରେ ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପାଟଣାଗଡର ପୂର୍ବତନ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ସେହିପରି ଖପ୍ରାଖୋଲ ଓ ବେଲପଡା ବ୍ଲକ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ବ୍ଲକର ସଭାପତିମାନେ ପତାକା ଉତ୍ତୋଳନ କରିଥିବା ଜଣାପଡ଼ିଛି । ଏହି ସମୟରେ ଦଳୀୟ କର୍ମୀମାନେ ଉପସ୍‌ସ୍ଥିତ ଥିବା ନେଇ ଜଣାପଡ଼ିଛି ।

Leave A Reply

Your email address will not be published.