ls

ବରପଦର ପଞ୍ଚାୟତର ୨୫ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡିରେ ଯୋଗଦାନ କଲେ

sb

ପାଟଣାଗଡ, (ଗୋରେଖନାଥ ବରିହା) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ପାଟଣାଗଡ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଗତକାଲି ବରପଦର ପଞ୍ଚାୟତର ୨୫ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡି ଦଳରେ ଯୋଗଦାନ କରିଥିଲେ । ପରେ ନୂତନ ଭାବେ ଦଳରେ ସାମିଲ ହୋଇଥିବା କର୍ମୀଙ୍କୁ ନେଇ ଏକ ବୈଠକ ଆୟୋଜନ ହୋଇଥିଲା ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ।

pc pk
Leave A Reply

Your email address will not be published.