jsm

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚା ତରଫରୁ ଦାବୀପତ୍ର ପ୍ରଦାନ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବିଜେପି ମହିଳା ମୋର୍ଚ୍ଚା ତରଫରୁ ଶିକ୍ଷୟିତ୍ରୀ ମମିତା ମେହେରକୁ ନ୍ୟାୟ ପ୍ରଦାନ ଦାବୀରେ ଏବଂ ରାଜ୍ୟ ମହିଳା ଶିଶୁ ଅପରାଧ ନିୟନ୍ତ୍ରଣ ପ୍ରଚେଷ୍ଟାରେ ନିଷ୍କ୍ରିୟତା ବିରୋଧରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ଏହି ଦାବୀପତ୍ର ପ୍ରଦାନ ସମୟରେ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଙ୍କଜିନୀ ପଣ୍ଡା, ଭାରତୀ ମହାନନ୍ଦଙ୍କ ସମତେ ବହୁ ସଦସ୍ୟା ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.