csstore

ଆଗାମୀ ନିର୍ବାଚନ ପାଇଁ ଝିଙ୍କିଡୁଙ୍ଗୁରି ଠାରେ ବିଜେପିର ପ୍ରସ୍ତୁତି ବୈଠକ

ସଇଁନ୍ତଲା, ( ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଝିଙ୍କିଡୁଙ୍ଗୁରି ପଞ୍ଚାୟତ ସ୍ଥାନୀୟ ଖେଳ ପଡିଆ ଠାରେ ବିଜେପିର ବରିଷ୍ଠ ନେତା ମହେନ୍ଦ୍ର ଠାକୁରଙ୍କ ନେତୃତ୍ୱରେ ବିଜେପି କର୍ମୀ ମାନଙ୍କୁ ନେଇ ଆଗାମୀ ଦିନରେ ହେବାକୁ ଯାଉ ଥିବା ପଞ୍ଚାୟତ ସ୍ତରୀୟ ନିର୍ବାଚନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେପିର ଶତାଧିକ କର୍ମୀ ମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.