ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଏହି ଅବସରରେ ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ମୋ’ ଉପରେ ପୁନର୍ବାର ଭରସା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ’ର ଗୁରୁ ଦାୟିତ୍ୱ ଦେଇଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ସହଯୋଗ ତଥା ଆଶୀର୍ବାଦରେ ଏହି ଦାୟିତ୍ୱ ସଠିକ୍ ଭାବେ ତୁଲାଇବାକୁ ଚେଷ୍ଟା କରିବି ।

Leave A Reply

Your email address will not be published.