pakka

ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମା ଆସନ୍ତା ୧୦ ତାରିଖ ଯାଏଁ ବୃଦ୍ଧି

bbehera

କଟକ : ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମାକୁ ଆସନ୍ତା ୧୦ ତାରିଖ ଅର୍ଥାତ ଫେବୃଆରୀ ୧୦ ଯାଏଁ ବୃଦ୍ଧି କରିଛନ୍ତି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ । ପୂର୍ବରୁ ଫେବ୍ରୁଆରୀ ୨ ତାରିଖ ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିଲା । ତେବେ ଆସନ୍ତା ମେ ୩ରୁ ୧୫ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ । ଚଳିତ ବର୍ଷ ଛାତ୍ରଛାତ୍ରୀମାନେ ମାଟ୍ରିକ ପରୀକ୍ଷା ନିଜ ସ୍କୁଲରେ ଦେବେ । ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ପରୀକ୍ଷା ଦେବେ । ସେଥିମଧ୍ୟରେ ୫୦ ନମ୍ବର ଅବଜେକଟିଭ୍ ଓ ୩୦ ନମ୍ବର ସବଜେକଟିଭ୍ ରହିବ ।

Leave A Reply

Your email address will not be published.

1 × one =