lika

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

gbag

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ବଗିଚା ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସମାଜ ସେବୀ ନିରୋଜ ଦୋରା, ସଭାପତି ପୃଥିରାଜ ସାହୁ, ସମ୍ପାଦକ ଜନକଲାଲ ମେହେର, କୋଷାଧ୍ୟକ୍ଷ ଘନଶ୍ୟାମ ପୁଞ୍ଜି ପ୍ରମୁଖ ଉପସ୍ଥିତ ରହି ବଗିଚାର ସୌନ୍ଦର୍ଯ୍ୟକରଣ ଉପରେ ଆଲୋକପାତ କରିବା ସହ ବୃକ୍ଷ ରୋପଣ ନିତାନ୍ତ ଜରୁରୀ ପୁନଶ୍ଚ ଉକ୍ତ ଗଛ ମାନଙ୍କର ଉପଯୁକ୍ତ ଯତ୍ନ ନେବାର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ । ଶେଷରେ ପ୍ରଧାନ ଆଚାର୍ଯ୍ୟ ଯୁବରାଜ ପଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

babaa
Leave A Reply

Your email address will not be published.