
ଟିଟିଲାଗଡ, (କେପିଏନ୍ଏସ୍) : ଆଜି ଟିଟିଲାଗଡ ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଧବଳେଶ୍ୱର ଉନ୍ନିତ ଉଚ୍ଚ ବିଦ୍ୟାଳୟଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଳ ସଂପଦ ଓ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଯୋଗଦାନ ଦେଇ ବୃକ୍ଷ ରୋପଣ କରିଥିଲେ ।