ଫଟାମୁଣ୍ଡା ଉନ୍ନିତ ହାଇସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଫଟାମୁଣ୍ଡା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେଓଗାଁ ବ୍ଲକ୍ ଏବିଇଓ ଅଜିତ ସାହୁ ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷକ କୁଳମଣି ବକୁଳ, ଉଦ୍ଧବ ନାଗ, ସିଆରସି ତପନ ନାଗ ଯୋଗ ଦେଇ ସହଯୋଗ କରିଥିଲେ ।

Leave A Reply

Your email address will not be published.