pakka

ବୌଦ୍ଧ ଜିଲ୍ଲା ବୁଢାଖୋଲ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ

bbehera

ବୌଦ୍ଧ : ବୌଦ୍ଧ ଜିଲ୍ଲା ବୁଢାଖୋଲ ଓ ମାତାକୃପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ଏସ୍‌ଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିଲା । ହେଲେ ଏହି ସମୟରେ ମାଓବାଦୀ-ପୋଲିସଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯାହାର ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ । ତେବେ ଘଟଣାସ୍ଥଳରେ ଏକ ମାଓ କ୍ୟାମ୍ପ ଠାବ ହୋଇଛି । ଏହି କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଆଇଇଡି ଲ୍ୟାଣ୍ଡମାଇନ, ବିଦ୍ୟୁତ୍ ତାର ସହିତ ବହୁ ବିସ୍ଫୋରକ ଜବତ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.

seventeen − five =