pakka

ଓଲଟିପଡିଲା ଇନ୍ଦ୍ରାଣୀ ବସ୍‌, ଏକାଧିକ ଯାତ୍ରୀ ଗୁରୁତର

bbehera

ବେତନଟୀ : ୧୮ନଂ ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ବସ୍ ଚକ ଫାଟିବା କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ତେବେ ବସ ଭିତରେ ଥିବା ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । କିନ୍ତୁ ଆହତଙ୍କ ସଂଖ୍ୟା ଜଣାପଡିନାହିଁ । ଘଟଣାସ୍ଥଳରେ ବେତନଟୀ ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିବା ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

two + 19 =