ସାଂସ୍କୃତିକ ଦଳ ପରିଚାଳନାକୁ ଅଧିକ ବ୍ୟବସ୍ଥିତ କରିବା ଉଦ୍ଦେଶ୍ୟରେ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଛି କମ୍ପ୍ୟୁଟରୀକୃତ ପରିଚାଳନା ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ସଂସ୍କୃତି ବିଭାଗ ସହ ପଞ୍ଜିକୃତ ଥିବା ସାଂସ୍କୃତିକ ଦଳ ପରିଚାଳନାକୁ ଅଧିକ ବ୍ୟବସ୍ଥିତ କରିବା ଉଦ୍ଦେଶ୍ୟରେ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଛି କମ୍ପ୍ୟୁଟରୀକୃତ ପରିଚାଳନା ବ୍ୟବସ୍ଥା । ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଆବେଦନ କରୁଥିବା ଅନୁଷ୍ଠାନ ଚୟନ କରିବା ଦିଗରେ ଏହି ବ୍ୟବସ୍ଥା ଅଧିକ ସହାୟକ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.