ଭାରସାମ୍ୟ ହରାଇ ଓଲଟିଲା କାର୍

କଟକ : କଟକ ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାର୍ । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ସୂଚନାଯୋଗ୍ୟ ଯେ, କଟକ ତେଲେଙ୍ଗାପେଣ୍ଠ ନିକଟରେ ଓଲଟିପଡିଛି କାର୍ । ଦୁର୍ଘଟଣା ପରେ କାର୍‌ଟି ଜାତୀୟ ରାଜପଥ କଡ଼କୁ ଓଲଟି ପଡ଼ିଥିବା ସୂଚନା ମିଳିଛି । କାର୍ ମଧ୍ୟରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

Leave A Reply

Your email address will not be published.