pakka

ଜାମକି ଗ୍ରାମରେ ୧୨ଟି କେନ୍ଦୁ କାଠଗଣ୍ଡିକୁ ଜବତ କଲା ବନ ବିଭାଗ, ସୂଚନା ଦେଲେ ଡିଏଫଓ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବଙ୍ଗୋମୁଣ୍ଡା ରେଞ୍ଜର ପଣ୍ଡ୍ରେନ୍ ବିଭାଗର ଜାମକି ଗ୍ରାମରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୨ଟି କେନ୍ଦୁ କାଠଗଣ୍ଡିକୁ ଜବତ କରାଯାଇଥିବା ନେଇ ଡିଏଫ୍‌ଓ ନିତିଶ କୁମାର ସୂଚନା ଦେଇଛନ୍ତି । ଜବତ ସାମଗ୍ରୀକୁ ରେଞ୍ଜ ଅଫିସ୍ କ୍ୟାମ୍ପସକୁ ଅଣାଯାଇଥିବା ବେଳେ ଘଟଣାର ଅଧିକ ତଦନ୍ତ ଚାଲିଥିବା ନେଇ କୁହାଯାଇଛି ।

jay balangir
Leave A Reply

Your email address will not be published.

7 + five =