pakka

ରାସ୍ତାପାର୍ଶ୍ୱ ଗାର୍ଡରେ ପିଟିହୋଇ ଚାଲିଗଲା ଜୀବନ

bbehera

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜାତୀୟ ରାଜପଥ ବାଲିଗୁଡ଼ା ଥାନାଠାରୁ ମାତ୍ର ୪ କି.ମି. ଦୂର ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗାର୍ଡରେ ପିଟି ହୋଇଯିବାରୁ ଜଣଙ୍କ ଜୀବନ ଯାଇଛି । ମୃତକ ଜଣକ ହେଲେ ରଜିଆ ପଣ୍ଡା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ଏଥିସହ କେସ୍‌ ନଂ ୧୪୧/୨୨ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି ।

jay balangir
Leave A Reply

Your email address will not be published.

18 + twelve =

error: Content is protected !!