ଚାଲିଗଲେ ଆଗଲପୁରର ବୃନ୍ଦାବନ ଭୋଇ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁରର ବୃନ୍ଦାବନ ଭୋଇଙ୍କ ପରଲୋକ ହୋଇଯାଇଥିବା ଜଣାପଡିଛି । ବୃନ୍ଦାବନ ଅଂଚଳର ଜଣେ ଜଣାଶୁଣା ବ୍ୟକ୍ତି ଥିବା ବେଳେ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନର ସକ୍ରିୟ ସଦସ୍ୟ ଥିଲେ । ତାଙ୍କ ପରଲୋକରେ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନର ସଭାପତି ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.