pakka

ଡିସେମ୍ବର ୨୯ରୁ ଆରମ୍ଭ ହେବ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍

bbehera

ଭୁବନେଶ୍ୱର : ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍‌ରେ ୨୭ତମ ସିନିୟର୍ ଆଇଏକେଓ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍ ଆୟୋଜିତ ହେବ । ଏହି ଚାମ୍ପିଅନ୍‌ସିପ୍‌ରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ୫୦୦ରୁ ଅଧିକ ପ୍ରତିଯୋଗୀ ଭାଗ ନେବାର କାର୍ଯ୍ୟକ୍ରମ ରହିଛି । ବିଭିନ୍ନ କ୍ୟାଟେଗୋରୀରେ ଏହି ପ୍ରତିଯୋଗିତା ଆୟୋଜନ ହେବାକୁ ଥିବା ବେଳେ ଉଭୟ ପୁରୁଷ ଏବଂ ମହିଳା କ୍ୟାଟେଗୋରୀରେ ସମାନ୍ତରାଳ ଭାବେ ୨୬ତମ ସବ୍ ଜୁନିୟର ଓ ୨୬ତମ ଜୁନିୟର ଚାମ୍ପିଅନ୍‌ସିପ୍ ମଧ୍ୟ ଆୟୋଜିତ ହେବ ।

Leave A Reply

Your email address will not be published.

five − four =