ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ବନ୍ଦ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ ଓଡିଶା By Koshala Prabaha On Thursday 14th September 2023, 10:44 am Share ବଲାଙ୍ଗିର, (କେପିଏନ୍ଏସ୍) : ଆଜି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବଲାଙ୍ଗିରର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଚଂଚଳ ରାଣା । balangir newsପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ବନ୍ଦ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ