ବଙ୍ଗୋମୁଣ୍ଡାରେ ଛତର ଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଗାଁରେ ସୋମବାର ଅନୁଷ୍ଠିତ ଛତର ଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଥିବା ବେଳେ ଏଥିରେ ୧୫ରୁ ଅଧିକ ବ୍ୟକ୍ତି ଗୁରୁତର ଆହାତ ହୋଇଥିଲେ । ତେବେ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୨୬ ତାରିଖ ମଧ୍ୟରାତ୍ରୀ ପର୍ୟ୍ୟନ୍ତ ୧୪୪ ଧାରା ଜାରି କରାଯାଇଥିଲା । ଅନ୍ୟପକ୍ଷରେ ଗଣ୍ଡଗୋଳ କରିବା ସହ ଖଣ୍ଡା ଧରି ବୁଲୁଥିବା ଅଭିଯୋଗରେ ଉଭୟ ଗୋଷ୍ଠୀର ୫ ଜଣ ସଦସ୍ୟଙ୍କୁ ପୁଲିସ୍ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି ।

Leave A Reply

Your email address will not be published.