କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ : କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ସୂଚନା ଦେଲେ ପାଣିପାଗ ବିଭାଗ । ଏନେଇ ଏକ୍ସ ହ୍ୟାଣ୍ଡେଲ୍‌ରେ ପୋଷ୍ଟ ଯୋଗେ ସୂଚନା ଦେଇଛି ଆଇଏମ୍‌ଡି । ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ । ଏନେଇ ପାଗ ଅନୁକୂଳ ଥିବା ବେଳେ ଅନେକ ସ୍ଥାନରେ ତାତିରୁ ଆଶ୍ୱସ୍ତି ମିଳିପାରେ ବୋଲି ଆକଳନ କରାଯାଇଛି ।

Leave A Reply

Your email address will not be published.