୧୭ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ କଲେଜ ଗୁଡିକ ସମ୍ପୂର୍ଣ୍ଣ ଛୁଟି ରହିବ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି । ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.