oom

ଆଜିି ଓଡ଼ିଶାରୁ ୬୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୬୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୮୫ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୨୮୩ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ ଅନୁଗୁଳରୁ ୪୬, ବାଲେଶ୍ୱରରୁ ୩୮, ବରଗଡ଼ରୁ ୧୮, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୭, କଟକରୁ ୩୭, ଦେବଗଡ଼ରୁ ୨, ଢେଙ୍କାନାଳରୁ ୬, ଗଜପତିରୁ ୪, ଗଂଜାମରୁ ୧୨, ଜଗତସିଂହପୁରରୁ ୨୫, ଯାଜପୁରରୁ ୧୮, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨୧, କେଉଁଝରରୁ ୩୮, ଖୋର୍ଦ୍ଧାରୁ ୫୬, ମାଲକାନଗିରିରୁ ୮, ମୟୁରଭଂଜରୁ ୫୦, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୮, ନୂଆପଡ଼ାରୁ ୬୮, ପୁରୀରୁ ୨୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୫, ସୁନ୍ଦରଗଡ଼ରୁ ୫୫ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ହୋଇଛନ୍ତି । ମାତ୍ର ୭ ହଜାର ଶହେ ୬ ଜଣ ଏବେ ଏକ୍‌ଟିଭ୍‌ ପଜିଟିଭ୍‌ ରହିଥିବା ସୂଚନାରେ କୁହାଯାଇଛି ।

jittmm
Leave A Reply

Your email address will not be published.