ବଲାଙ୍ଗିର ଜିଲ୍ଲାରେ ଆଜି ୩ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଜିଲ୍ଲାରେ ଏବେ ୯ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ଆଜି ଆଗଲପୁର ବ୍ଲକ୍‌ ବାଙ୍କି ଗ୍ରା.ପ.ରୁ ଜଣେ, ପାଟଣାଗଡ଼ ବ୍ଲକ ତମିଆଁ ଗ୍ରା.ପ.ରୁ ଜଣେ ଏବଂ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୨ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.