ଜଣେ ଆକ୍ରାନ୍ତ ଚିହ୍ନଟ ବଲାଙ୍ଗିର ଜିଲ୍ଲାରେ ଆଜି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଣେ କରୋନା ଆକ୍ରାନ୍ତ ଆଜି ବଲାଙ୍ଗିର ଜିଲ୍ଲାରେ ଚିହ୍ନଟ ହୋଇଥିବା ବେଳେ ଏବେ ୪ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ତେବେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧୮ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.