ପଶ୍ଚିମ ଓଡିଶାର ଗଣପର୍ବ ‘ନୂଆଁଖାଇ’ ତିହାର ଉପଲକ୍ଷେ ସରକାରୀ ୩ ଦିନିଆ ଛୁଟି ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଳିକେଶ
ବଲାଙ୍ଗିର, (କେପିଏନ୍ଏସ୍) : ପଶ୍ଚିମ ଓଡିଶାର ଗଣପର୍ବ ‘ନୂଆଁଖାଇ’ ତିହାର ଉପଲକ୍ଷେ ସରକାରୀ ୩ ଦିନିଆ ଛୁଟି ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବଲାଙ୍ଗିର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ । ତେବେ ଏହି ଛୁଟି ପାଇଁ ସାରା ପଶ୍ଚିମ ଓଡ଼ିଶାବାସୀ ଦାବୀ କରିଥିବା ବେଳେ ପୂର୍ବତନ ସାଂସଦ ଶ୍ରୀ ସିଂଦେଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ୩ ଦିନିଆ ଛୁଟି ପାଇଁ ଅନୁରୋଧ କରିଛନ୍ତି ।