om academy

କାୟସ୍ତ କାରଣ ମହାସଭା ତରଫରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାପ୍ରଭୁଙ୍କର ବାର୍ଷିକ ପୂଜା ଉତ୍ସବ ଅନୁଷ୍ଠିତ

jsm

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କାୟସ୍ତ କାରଣ ମହାସଭା ତରଫରୁ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ମହାପ୍ରଭୁଙ୍କର ବାର୍ଷିକ ପୂଜା ଉତ୍ସବ ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ଏକ ବୈଠକର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଦିଲୀପ ରାୟ ଯୋଗଦେବା ସଙ୍ଗେ ସଙ୍ଗେ କରଣ ସମାଜ ଓ ଚିତ୍ରଗୁପ୍ତ ମନ୍ଦିର ଉପରେ ସଂକ୍ଷେପରେ ତାଙ୍କର ବକ୍ତବ୍ୟ ରଖିଥିଲେ । ଏଥିରେ କରଣସଭାର ସଭାପତି ବିରେନ୍ଦ୍ର ନାଥ ପଟ୍ଟନାୟକ, ଉପସଭାପତି ରତନ ପଟ୍ଟନାୟକ, ସାଧାରଣ ସମ୍ପାଦକ ହିମାଂଶୁ ମହାପାତ୍ର, ଯୁଗ୍ମ ସମ୍ପାଦକ ପ୍ରଦୀପ କୁମାର ପଟ୍ଟନାୟକ, ପ୍ରଭାନ୍ଦକ ପ୍ରମୋଦ ପଟ୍ଟନାୟକ, କୋଷାଧ୍ୟକ୍ଷ ସୁରେନ୍ଦ୍ର ମହାନ୍ତି ସମସ୍ତ କର୍ମକର୍ତା ଓ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ ।

Leave A Reply

Your email address will not be published.