pakka

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କୁ ସିଏନ୍‌ସି ପକ୍ଷରୁ ଶ୍ରଦ୍ଧାଂଜଳି

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ସତ୍ୟନାରାୟଣ ବେହେରାଙ୍କୁ ସିଏନ୍‌ସି ପକ୍ଷରୁ ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଛି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ବଲାଙ୍ଗିର ସାମ୍ବାଦିକ ଜଗତର ଭୀଷ୍ମ ପିତାମହ ସତ୍ୟନାରାୟଣଙ୍କ ଦେହାନ୍ତ ହୋଇଥିବା ବେଳେ ତାଙ୍କ ଉଦ୍ଦେଶ୍ୟରେ ବଲାଙ୍ଗିରର ପ୍ରମୁଖ ବାଣିଜ୍ୟ ମହାବିଦ୍ୟାଳୟ ସିଏନ୍‌ସି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି ଓ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଛି ।

jay balangir
Leave A Reply

Your email address will not be published.

twenty − nine =