pakka

କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତିର ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

bbehera

ଦେବଗଡ଼ : ଆଜି ସ୍ଥାନୀୟ ମୁଖ୍ୟ ଡାକଘର ସମ୍ମୁଖରେ କେନ୍ଦ୍ର ସରକାରଙ୍କ ପ୍ରତିଶୋଧ ରାଜନୀତି ଓ କେନ୍ଦ୍ରୀୟ ପୋଲିସର ବର୍ବରତା ପ୍ରତିବାଦରେ ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆଜି ପୂର୍ବାହ୍ନରେ ଜିଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁଙ୍କ ନେତୃତ୍ୱରେ ଅନେକ କଂଗ୍ରେସ ନେତାମାନେ ଯୋଗ ଦେଇ କେନ୍ଦ୍ର ସରକାର ବିରୋଧରେ ବିଭିନ୍ନ ସ୍ଲୋଗାନ ଦେବା ସହ ଧାରଣାରେ ବସିଥିଲେ ।

jay balangir
Leave A Reply

Your email address will not be published.

sixteen − five =

error: Content is protected !!