ବଲାଙ୍ଗିର ଜିଲ୍ଲାରେ ଆଜି ୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସରକାରୀ ସୂତ୍ରରେ କୁହାଯାଇଛି । ତେବେ ବଲାଙ୍ଗିର ଜିଲ୍ଳା ବେଲପଡା ବ୍ଲକ ବାହାବଲ ଗ୍ରା.ପ.ରୁ ଜଣେ ଓ ପାଟଣାଗଡ ବ୍ଲକ ଡଙ୍ଗାବାହାଲ ଗ୍ରା.ପ.ରୁ ଜଣେ ସଂକ୍ରମଣର ଶିକାର ହୋଇଛନ୍ତି । ଏବେ ଜିଲ୍ଲାରେ ୨୮ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.