ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଗଙ୍ଗାସାଗର ଗ୍ରା.ପ., ବେଲପଡା ବ୍ଲକ ବେଲପଡା ଗ୍ରା.ପ. ଏବଂ ପୁଇଁନ୍ତଲା ବ୍ଲକ ଡୁଙ୍ଗୁରୀପାଲି ଗ୍ରା.ପ.ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୬ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।

Leave A Reply

Your email address will not be published.