ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଓଡିଶା By Koshala Prabaha On Friday 29th January 2021, 5:16 pm Share ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଚିହ୍ନଟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ପାଟଣାଗଡ ବ୍ଲକ ଘସିଏନ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ତେବେ ଜିଲ୍ଲାରେ ଏବେ ୭ ଜଣ ଏକ୍ଟିଭ୍ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । balangir newscorona in balangir