ls

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧

a12

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଚିହ୍ନଟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ପାଟଣାଗଡ ବ୍ଲକ ଘସିଏନ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ତେବେ ଜିଲ୍ଲାରେ ଏବେ ୭ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

manabhanjan
Leave A Reply

Your email address will not be published.