oum

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ ସଂଖ୍ୟା ଶୂନ୍ୟ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶୂନ୍ୟ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ତେବେ ବଲାଙ୍ଗିର ଜିଲ୍ଲାରେ ୩ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।

Leave A Reply

Your email address will not be published.