ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧ ଓଡିଶା By Koshala Prabaha On Thursday 4th February 2021, 6:01 pm Share ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନଂ. ୨ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୮ ଜଣ ଏକ୍ଟିଭ୍ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି । balangir