oum

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ ସଂଖ୍ୟା ୨

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ବ୍ଲକ ଚୁଡାପାଲି ଗ୍ରା.ପ.ରୁ ଜଣେ ଏବଂ ଲୋଇସିଂହା ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୧୩ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।

Leave A Reply

Your email address will not be published.