ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତ ୨ଜଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ନେଇ ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୨ରୁ ଜଣେ ଓ ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୯ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୨ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.