om academy

ରାଜ୍ୟରେ ଆଜି ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୭, ବାଲେଶ୍ୱରରୁ ୪, ବରଗଡ଼ରୁ ୯, କଟକରୁ ୨, ଦେଓଗଡରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୨, ନୂଆପଡାରୁ ୨, ପୁରୀରୁ ୩, ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୯ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୭୮୭ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.

one × four =