ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତ ୨ ଜଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧ରୁ ଜଣେ ଓ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ.୨ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୩ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.