ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୨ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.