oum

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

jsm

ବଲାଙ୍ଗିର, (କେପିଏନ୍‌ଏସ୍‌): ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ୱାର୍ଡ ନଂ. ୧ରୁ ଜଣେ କରେନାରେ ଚିହ୍ନଟ ହୋଇଥିବା ବେଳେ ପାଟଣାଗଡ ବ୍ଲକ ସୋଲବନ୍ଧ ଗ୍ରା.ପ.ରୁ ୨ ଜଣ, ଟିଟିଲାଗଡ ବ୍ଲକ ବାନ୍ଧୁପଲା ଗ୍ରା.ପ.ରୁ ଜଣେ ଏବଂ ସଇଁନ୍ତଲା ବ୍ଲକ ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୩ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.