ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

ବଲାଙ୍ଗିର, (କେପିଏନଏସ୍‌): ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନଂ. ୧୫ରୁ ୨ ଜଣ, ୱାର୍ଡ ନଂ. ୯ ଏବଂ ୱାର୍ଡ ନଂ. ୧୯ ରୁ ଜଣେ ଲେଖାଏଁ କରେନାରେ ସଂକ୍ରମିତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୪ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.