centurian jitm

ବଲାଙ୍ଗିର ଜିଲ୍ଲାରେ ୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରୁ ୨୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡିଛି । ବଲାଙ୍ଗିର ମ୍ୟୁନିସିପାଲଟି ୱାର୍ଡ ନମ୍ବର ୫ରୁ ୪ଜଣ ଚିହ୍ନଟ ହୋଇଥିବା ବେଳେ ଖପ୍ରାଖୋଲ ବ୍ଲକରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବେଲପଡା, ଦେଓଗାଁ, ଲୋଇସିଂହା, ମୁରିବାହାଲ ଓ ସଇଁନ୍ତଲା ବ୍ଲକରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି । ପାଟଣାଗଡ, ଟିଟିଲାଗଡ ଓ ତୁରେକେଲା ବ୍ଲକରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.