pakka

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ବଲାଙ୍ଗିର ଜିଲ୍ଲା ଖୁଣ୍ଟପାଲି ଗ୍ରା.ପ.ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଖପ୍ରାଖୋଲ ବ୍ଲକ ବେନ୍ଦେର ଓ ବାଘମୁଣ୍ଡ ଗ୍ରା.ପ.ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗ୍ରା.ପ.ରୁ ଜଣେ ଓ ବେଲପଡା ବ୍ଲକ ତେନ୍ତୁଳିଖୁଣ୍ଟି ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଥିବା ସରକାରୀ ରିପୋଟରେ କୁହାଯାଇଛି ।

jay balangir
Leave A Reply

Your email address will not be published.

2 × three =

error: Content is protected !!